ଭୁବନେଶ୍ୱର– ଭି.କେ. ପାଣ୍ଡିଆନଙ୍କ ପତ୍ନୀ ତଥା ବରିଷ୍ଠ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ତାଙ୍କୁ ରାଜ୍ୟ ସରକାର ନୂତନ ଦାୟିତ୍ୱ ଦେଇଛନ୍ତି। ସୁଜାତାଙ୍କୁ ସରକାର ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ଦେଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO