ଭୁବନେଶ୍ୱର– ନୟାଗଡ ଜିଲ୍ଲାର ଜଳ ନିଷ୍କାସନ ସମସ୍ୟା ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ । ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କହିଛନ୍ତି ଯେ,ନୟାଗଡ ଜିଲ୍ଲାକୁ ମୋହନ ମାଝୀ ସରକାର ସ୍ୱତନ୍ତ୍ର ଦୃଷ୍ଟି ଦେବେ । କେବଳ ନୟାଗଡ ପାଇଁ ନିର୍ଦ୍ଦେଶ ଦେଇଥିବାରୁ ଅନ୍ୟ ଜିଲ୍ଲା ବିଧାୟକ ଅସନ୍ତୋଷ ପ୍ରକାଶ କରିଥିଲେ । ତେବେ ବାଚସ୍ପତି କହିଥିଲେ, ଏହାକୁ ଅନ୍ୟଥା ନ ନିଆଯାଉ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO