ଭୁବନେଶ୍ୱର– ଭାରତ ରତ୍ନ ଜାହାଙ୍ଗିର ରତନଜୀ ଦାଦାଭାଇ ଟାଟାଙ୍କ ସ୍ମରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ଏକ୍ସ ହ୍ୟାଣ୍ଡେଲରେ ରାଜ୍ୟପାଳ କହିଛନ୍ତି ଯେ , ଟାଟା ଗ୍ରୁପର ସବୁଠୁ ଯୁବ ଅଧ୍ୟକ୍ଷ, ଯୁଗଦ୍ରଷ୍ଟା ଶିଳ୍ପପତି, ଭାରତରେ ବିମାନ ଉଡାଣର ପିତାମହ, ଭାରତ ରତ୍ନ ଜାହାଙ୍ଗିର ରତନଜୀ ଦାଦାଭାଇ ଟାଟାଙ୍କ ପୁଣ୍ୟତିଥି ଅବସରରେ କୋଟି କୋଟି ପ୍ରଣାମ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO