ଭୁବନେଶ୍ୱର– ଜିଲ୍ଲା ପରିଷଦ ସଦସ୍ୟ ନାରାୟଣ ସାହୁଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଟକ ଜିଲ୍ଲାର ଜୋନ ନମ୍ବର 31ର ଜିଲ୍ଲା ପରିଷଦ ସଦସ୍ୟ ନାରାୟଣ ସାହୁଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO