ଭୁବନେଶ୍ୱର– ଆଗାମୀ ୪ରୁ ୫ ଦିନ ପାଇଁ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
December 3, 2024