ଭୁବନେଶ୍ୱର– ବାହାର ରାଜ୍ୟକୁ ଯାଇ ୩ ବର୍ଷରେ ୨୩୩ ଦାଦନଙ୍କ ମୃତ୍ୟୁ ହୋଇଛି । ବିଧାନସଭାରେ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଲିଖିତ ଉତ୍ତର ରଖିଛନ୍ତି । ଗଂଜାମରୁ ସର୍ବାଧିକ ୪୩, ବଲାଙ୍ଗିରରୁ ୨୬ ଦାଦନଙ୍କ ମୃତ୍ୟୁ ହୋଇଛି । ୨୩୩ ଜଣଙ୍କ ମଧ୍ୟରୁ ୧୯୯ ଜଣଙ୍କ ମୃତଦେହ ଓଡ଼ିଶା ଫେରିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO