ଭୁବନେଶ୍ୱର– 5 ବର୍ଷରେ ମରିଛନ୍ତି 34 କଲରାପତରିଆ ବାଘ । ଗୃହରେ ବିଧାୟକଙ୍କ ପ୍ରଶ୍ନରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଉତ୍ତର ରଖିଛନ୍ତି । 17ଟି ବାଘ ଶିକାର, 3ଟିର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଛି । ରେଳ ଦୁର୍ଘଟଣାରେ 3 ବାଘ ପ୍ରାଣ ହରାଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO