ଭୁବନେଶ୍ୱର– ବିଗତ ୩ ବର୍ଷରେ ବ୍ରଜପାତ ନେଲାଣି ୧୦୫୭ ଜୀବନ । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । କେବଳ ୭ ମାସ ମଧ୍ୟରେ ଗଲାଣି ୨୦୧ ଜୀବନ । ସେହିପରି ୨୦୨୩-୨୪ ରେ ୨୭୨ ଜଣ ପ୍ରାଣ ହରାଇଥିଲେ । ୨୦୨୨-୨୩ ରେ ମଧ୍ୟ ୩୦୬ ଜଣଙ୍କ ଜୀବନ ନେଇଥିଲା ବଜ୍ରପାତ । ବଜ୍ରପାତ ଦ୍ୱାରା ସର୍ବାଧିକ ଲୋକ ମୟୁରଭଞ୍ଜ, ବାଲେଶ୍ଵର ଗଞ୍ଜାମ ଜିଲ୍ଲାରେ ମୃତ୍ୟୁବରଣ କରିଛନ୍ତି ।
Related Stories
December 23, 2024
December 23, 2024