ଭୁବନେଶ୍ୱର– ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱରର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିଦିନ ସେ ଭୁବନେଶ୍ୱରରେ ନ୍ୟାୟିକ ଅଦାଲତର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ ।
Related Stories
January 21, 2025