ଭୁବନେଶ୍ୱର– ବରିଷ୍ଠ ବିଜେଡି ନେତା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ନୂଆ ଦାୟିତ୍ବ ଦିଆଯାଇଛି । ପ୍ରଫୁଲ୍ଲ ସାମଲଙ୍କୁ ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ନିଯୁକ୍ତି ଦିଆଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO