ଭୁବନେଶ୍ୱର– କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ଜେନେରାଲ ବିପିନ ରାୱତଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଂଜଳି ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି. ଦେଶର ପ୍ରଥମ ସିଡିଏସ ତଥା ପୂର୍ବତନ ପଦାତିନ ବାହିନୀର ସେନାଧ୍ୟକ୍ଷ ପଦ୍ମବିଭୂଷଣ ଜେନେରାଲ ବିପିନ ରାୱତଙ୍କୁ ପୁଣ୍ୟତିଥିରେ ଶ୍ରଦ୍ଧାଂଜଳି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO