ଭୁବନେଶ୍ୱର-ମାଲକାନଗିରି ଜିଲ୍ଲାରେ ଏକ ସଡ଼କ ଦୁର୍ଘଟଣାରେ ତିନି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ।
Related Stories
January 14, 2025
January 14, 2025