ଭୁବନେଶ୍ୱର– ଆଗାମୀ ୩ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡ଼ିଗ୍ରୀ ହ୍ରାସ ପାଇପାରେ । ଏବଂ ଏହାପରେ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
December 23, 2024