ଭୁବନେଶ୍ୱର– କମିଶନରେଟ ପୋଲିସ ପକ୍ଷରୁ ଲୋକାର୍ପିତ ହେଲା ନୂତନ ସେବା । ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ଯୋଗାଇ ପାରିବ । ୩୦ଟି ଆପାତକାଳୀନ ପ୍ରତିକ୍ରିୟା ସହାୟତା ପ୍ରଣାଳୀ ଲୋକାର୍ପିତ ହୋଇଛି । କଟକ ଓ ଭୁବନେଶ୍ବର କମିଶନରେଟ୍ ଅଞ୍ଚଳରେ ସୁବିଧା ମିଳିବ ।
Related Stories
December 12, 2024