ଭୁବନେଶ୍ୱର- ଭୁବନେଶ୍ୱରରେ ପହଁଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଏହି ଅବସରରେ ସେ ପୁରୀ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିବେ । ସେଠାରୁ ଫେରି କଳିଙ୍ଗ ଷ୍ଟାଡିଅମରେ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆସନ୍ତାକାଲି ଆସାମ ଫେରିଯିବେ ବୋଲି ସୂଚନା ମିଳିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO