![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ସ୍ମରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।