ଭୁବନେଶ୍ୱର– ଆଗାମୀ ୨୪ ଘଂଟା ପାଇଁ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏବଂ ଏହାପରେ ତିନି ଦିନ ମଧ୍ୟରେ ଧିରେ ଧିରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
January 8, 2025