ଭୁବନେଶ୍ୱର– ବିଷ୍ନୁ ପଦ ସେଠୀ ପ୍ରସଙ୍ଗରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ସିବିଆଇ ତଦନ୍ତ କରୁଛି । ତଦନ୍ତରେ ଦୋଷୀ ସାବ୍ୟସ୍ତ ହେଲେ ସରକାର ଚିନ୍ତା କରିବେ । ଆମେ ଆରମ୍ଭରୁ କହିଛୁ ଦୁର୍ନୀତି ପାଇଁ ଶୂନ୍ୟ ସହନଶୀଳତା ନୀତି ଅଛନ୍ତି । ଯିଏ ବି ଦୋଷୀ ହୁଅନ୍ତୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇନମନ୍ତ୍ରୀ କହିଛନ୍ତି ।
Related Stories
January 8, 2025