ଭୁବନେଶ୍ୱର – ଧାନ କିଣାରେ ଅବ୍ୟବସ୍ଥା ଅଭିଯୋଗ ପାଇବା ପରେ ଯୋଗାଣ ବିଭାଗର ଦୁଇ ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଯାଇଛି । ଜିଲ୍ଲା ଯୋଗାଣ ଅଧିକାରୀ ଓ ଡିଆରସିଏସ୍ ଙ୍କ ଦରମା ବନ୍ଦ ପାଇଁ ପୂର୍ତ ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଦରମା ବନ୍ଦ ସୁପାରିଶ କରିଛନ୍ତି ଜିଲ୍ଲାପାଳ । ଶୁକ୍ରବାର କେନ୍ଦୁଝର ଗସ୍ତରେ ଯାଇଛନ୍ତି ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ଧାନକିଣା ଅବ୍ୟବସ୍ଥା ଅଭିଯୋଗ ହୋଇଥିଲା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO