ଭୁବନେଶ୍ୱର– ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୬ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ । ଏସବୁ ସ୍ଥାନରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO