ଭୁବନେଶ୍ୱର– ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଏବଂ ଏହାପରେ ମଧ୍ୟ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
December 23, 2024