ଭୁବନେଶ୍ୱର– ପ୍ରବଳ ବର୍ଷା ପାଇଁ ଚାଷୀଙ୍କୁ ସତର୍କ କରାଯାଇଛି । ଓଡ଼ିଶାରେ କାଲି-ତା ପରଦିନ ବର୍ଷା ହେବ । ଉପକୂଳ ଓ ସଲଗ୍ନ ତଥା କିଛି ଦକ୍ଷିଣ ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡା, ପୁରୀ, ଖୋର୍ଦ୍ଧା, କଟକ(ପୂର୍ଵ ବ୍ଲକ), ଜଗତସିଂହପୁରର ଗୋଟିଏ 2ଟି ଜାଗାରେ ଭାରି ବର୍ଷା ସମ୍ଭାବନା ରହିଛି । ତେଣୁ ଚାଷୀ ଭାଇମାନଙ୍କୁ ଏହା ଅନୁସାରେ ପଦକ୍ଷେପ ନେବାକୁ ଅନୁରୋଧ କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO