![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଯାଜପୁର ଜିଲ୍ଲାର ଜେନାପୁରରେ ସର୍ବାଧିକ ୨୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କୋରାପୁଟ ଜିଲ୍ଲାର ନନ୍ଦପୁରରେ ୧୩.୦ ମି.ମି., ଗଜପତି ଜିଲ୍ଲାର କାଶୀନଗରରେ ୬.୦ ମି.ମି. ଏବଂ କୋରାପୁଟ ଜିଲ୍ଲାର ଲମତାପୁଟରେ ୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।