ଭୁବନେଶ୍ୱର– ଆଗାମୀ ୨୪ ଘଂଟା ମଧ୍ୟରେ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।