ଭୁବନେଶ୍ୱର– ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ନିଷ୍ପତିରେ ହୋଇଛି । ତେଣୁ ସେ ବାବଦରେ କୌଣସି ଟିପ୍ପଣୀ ଦେବା ଉଚିତ ହେବ ନାହିଁ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO