ଭୁବନେଶ୍ୱର– ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏବଂ ଏହା ପରବର୍ତି ୩ ଦିନ ସର୍ବନିମ୍ନ ତାପମାତ୍ରା ଧିରେ ଧିରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
December 28, 2024