ଭୁବନେଶ୍ୱର– ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଇଂରାଜୀ ନୂତନ ବର୍ଷ ଅବସରରେ ଓଡ଼ିଶାର ପ୍ରିୟ ଭଉଣୀ ଏବଂ ଭାଇମାନଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବ ବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।