ଭୁବନେଶ୍ୱର– ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଇଂରାଜୀ ନୂତନ ବର୍ଷ ଅବସରରେ ଓଡ଼ିଶାର ପ୍ରିୟ ଭଉଣୀ ଏବଂ ଭାଇମାନଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବ ବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO