
ଭୁବନେଶ୍ୱର– ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉତ୍ତର ପୂର୍ବାଞ୍ଚଳର ଯୋଗାଯୋଗ ତଥା ବିକାଶ ମନ୍ତ୍ରୀ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଜନ୍ମଦିନର ଶୁଭେଚ୍ଛା। ଏହି ବିଶେଷ ଦିନରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ଅପାର ସୁଖ ଏବଂ ଅଦମ୍ୟ ସଫଳତା ଦେଇ ଆଶୀର୍ବାଦ କରନ୍ତୁ ।