ସମ୍ବଲପୁର- ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢ଼ାରାଜା ଛକ ସ୍ଥିତ୍ ମଣପୁରମ୍ ଗୋଲ୍ଡରୁ ପ୍ରାୟ ୩୦ କେ.ଜି. ଓଜନର ସୁନା ଅଳଙ୍କାର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । କେତେକ ଦୁର୍ବୃତ ବନ୍ଧୁକ ଦେଖାଇ ଲୁଟ୍ କରିଥିବା ସୂଚନା ମିଳିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO