ଭୁବନେଶ୍ୱର– ଆଗାମୀ ୨୪ ଘଂଟା ପାଇଁ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ତା ପରଦିନ ଠାରୁ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡ଼ିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
January 6, 2025