ଜୟପୁର, ଜୟପୁର ଉପ ଜିଲାପାଳଙ୍କ ଆବାସ ଆଜି ଉଦଘାଟିତ ହୋଇଛି । ମହିଳା ଥାନା ସମ୍ମୁଖରେ ନିର୍ମାଣ ହୋଇଥିବା ଆବାସକୁ ମୁଖ୍ୟ ଅତିଥି ଭାବେ କୋରାପୁଟ ଜିଲାପାଳ ଭି କିର୍ତି ଭାସନ ଯୋଗଦେଇ ଉଦଘାଟନ କରିଥିଲେ ।
ଏହି ଉଦଘାଟନ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପଳ ଆଲୋମଣି ସେଠି ଉପ ଜିଲାପାଳ ଆକାବରମ ଶସ୍ୟା ରେଡ୍ଡି, ବିଡିଓ ଶକ୍ତି ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO