ଭୁବନେଶ୍ୱର, ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ । ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଆଜି ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ ।
ରାଷ୍ଟ୍ରପତି ଅପରାହ୍ନରେ ଗୌହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନ ଯୋଗେ ବାହାରି ଅପରାହ୍ଣ ୪ ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା କାଲି ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି । ସେ ଏହି ଅବସରରେ ପ୍ରବାସୀ ଭାରତୀୟ ମାନଙ୍କୁ ସମ୍ମାନିତ କରିବେ ।
Related Stories
January 9, 2025