ଭୁବନେଶ୍ୱର– ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଜୁଏଲ ଓରାମ । ଏକ୍ସ ହ୍ୟାଣ୍ଡେଲରେ ଜୁଏଲ ଓରାମ କହିଛନ୍ତି ଯେ, ମୋର କ୍ୟାବିନେଟ୍ ସହଯୋଗୀ ଡ. ଏସ ଜୟଶଙ୍କରଙ୍କୁ ଜନ୍ମଦିନର ଶୁଭେଚ୍ଛା । ଭଗବାନଙ୍କ ନିକଟରେ ତାଙ୍କର ସୁଦୀର୍ଘ, ସୁସ୍ଥ ଓ ଖୁସି ଜୀବନ କାମନା କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO