
ଭୁବନେଶ୍ୱର– ପ୍ରବାସୀ ଭାରତୀୟ ଦିବସର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ,କ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ପ୍ରବାସୀ ଭାରତୀୟ ଦିବସ’ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଉଛି। ଦେଶର ବିକାଶରେ ଭାରତୀୟଙ୍କ ଅବଦାନ ଅବିସ୍ମରଣୀୟ। ଆସନ୍ତୁ ସ୍ଵଦେଶୀ ଚିନ୍ତାଧାରାକୁ ଆପଣାଇବା ସହ ବିଶ୍ଵ ଦରବାରରେ ନିଜ ଦେଶର କଳା, ସଂସ୍କୃତି, ପରମ୍ପରାର ଅଧିକ ପ୍ରଚାର ପ୍ରସାର କରିବା ପାଇଁ ଶପଥ ନେବା।