ଭୁବନେଶ୍ୱର– ପ୍ରବାସୀ ଭାରତୀୟ ଦିବସର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ,କ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ପ୍ରବାସୀ ଭାରତୀୟ ଦିବସ’ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଉଛି। ଦେଶର ବିକାଶରେ ଭାରତୀୟଙ୍କ ଅବଦାନ ଅବିସ୍ମରଣୀୟ। ଆସନ୍ତୁ ସ୍ଵଦେଶୀ ଚିନ୍ତାଧାରାକୁ ଆପଣାଇବା ସହ ବିଶ୍ଵ ଦରବାରରେ ନିଜ ଦେଶର କଳା, ସଂସ୍କୃତି, ପରମ୍ପରାର ଅଧିକ ପ୍ରଚାର ପ୍ରସାର କରିବା ପାଇଁ ଶପଥ ନେବା।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO