ଭୁବନେଶ୍ୱର– ଆଗାମୀ ୨ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାପରେ ପରବର୍ତୀ ତିନି ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ସେଲସିୟସ୍ ହ୍ରାସ ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
January 12, 2025
January 12, 2025
January 12, 2025