ଭୁବନେଶ୍ୱର– ଆଜି ତା୧୫.୧.୨୦୨୫ରିଖ, ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥି । ଏହି ଅବସରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO