ଭୁବନେଶ୍ୱର– ଆଗାମୀ ୫ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
January 16, 2025