ଭୁବନେଶ୍ୱର– ଚାଖି ଖୁଣ୍ଟିଆଙ୍କ ସ୍ମରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାରତ ମୁକ୍ତି ସଂଗ୍ରାମର ମହାନ ଯୋଦ୍ଧା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ଚାଖି ଖୁଣ୍ଟିଆ (ଚନ୍ଦନ ହଜୁରୀ)ଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ।