ଭୁବନେଶ୍ୱର– କଣାସରେ ଡାଇରିଆରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର । ଝାଡ଼ାବାନ୍ତିରେ ମୋଟ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଆସିଥିଲା । ସେଥିରୁ ଜଣେ ଡାଇରିଆରେ ମରିଥିବା ସ୍ପଷ୍ଟ ହୋଇଛି । ଅନ୍ୟ ଦୁଇ ଜଣଙ୍କର ରିପୋର୍ଟକୁ ଅପେକ୍ଷା କରାଯାଇଛି । ଦୂଷିତ ପାଣି ଯୋଗୁଁ ବ୍ୟାପିଛି ଝାଡାବାନ୍ତି । 5ଟି ଗାଁକୁ ଝାଡାବାନ୍ତି ବ୍ୟାପିଥିବା ବେଳେ 71 ଜଣ ଆକ୍ରାନ୍ତ ହୋଇଛନ୍ତି ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
Related Stories
January 21, 2025