ଭୁବନେଶ୍ୱର ,ଆଗାମୀ ଜାନୁଆରୀ ୨୭ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁଜାନୁଆରୀ୨୭ତାରିଖରେ ୟୁନିଟ୍ -୫ ,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲିଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l
Related Stories
January 23, 2025
January 23, 2025