
ଭୁବନେଶ୍ୱର– ଆଗାମୀ ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ ।
ସେହିପରି ଆଗାମୀ ୭ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।