ଭୁବନେଶ୍ୱର– ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ବନ୍ଦ କରିବାକୁ ବିଏମସିର ନିର୍ଦ୍ଦେଶ । ଯାତ୍ରା ପାର୍ଟି ମାଲିକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର । ଯାତ୍ରା ପାର୍ଟି ମାଲିକଙ୍କୁ ଦିଆଯାଇଛି ନିର୍ଦ୍ଦେଶ । ଖଣ୍ଡଗିରିର ମର୍ଯ୍ୟାଦା ହାନି ନ କରିବାକୁ ପାର୍ଟି ମାଲିକଙ୍କୁ କୁହାଯାଇଛି । ନିୟମ ଉଲଙ୍ଘନ କଲେ ହେବ କଡା କାର୍ଯ୍ୟାନୁଷ୍ଠାନ । କମିଶନର ଖଣ୍ଡଗିରିର ମର୍ଯ୍ୟାଦା ହାନି ନ କରିବାକୁ ପାର୍ଟି ମାଲିକଙ୍କୁ କୁହାଯାଇଛି । ନିୟମ ଉଲଙ୍ଘନ କଲେ ହେବ କଡା କାର୍ଯ୍ୟାନୁଷ୍ଠାନ ।
Related Stories
February 3, 2025