ଗଞ୍ଜାମ- ଗଞ୍ଜାମ ଜିଲ୍ଲା ଛତ୍ରପୁର ସ୍ଥିତ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ପରିଷଦ ସପ୍ତମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଜଙ୍ଗଲ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିକା ସାଂସଦ ପ୍ରମିଳା ବିଷୋୟୀ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ପିଡ଼ିଡ଼ିଆରଡିଏ ଇଂ. ସିଦ୍ଧାର୍ଥଶଙ୍କର ସ୍ୱାଇଁ, ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷ ସୋନମ ପଲେଇ, ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା, ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଯୋଗ ଦେଇଥିଲେ । ସମସ୍ତ ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା ମାନେ ବୈଠକରେ ଉପସ୍ଥିତ ଥିଲେ ।
Related Stories
November 23, 2024