ଭୁବନେଶ୍ୱର– ରାଜ୍ୟ ସରକାରଙ୍କ ସହ ଅର୍ଥ କମିଶନଙ୍କ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ, ଅର୍ଥ ବିଭାଗ ସଚିବ ଏବଂ ରାଜ୍ୟ ସରକାରଙ୍କ ପ୍ରମୁଖ ଅଧିକାରୀଙ୍କ ସହ ଷୋଡ଼ଶ ଅର୍ଥ କମିଶନଙ୍କ ବୈଠକ ହୋଇଛି । ଅର୍ଥ କମିଶନଙ୍କ ନିକଟରେ 2036 ସୁଦ୍ଧା ବିକଶିତ ଓଡ଼ିଶା ଗଠନର ରୋଡ଼ ମ୍ୟାପ ଉପସ୍ଥାପନ କରିବେ ରାଜ୍ୟ ସରକାର। ଏହାସହ ଅର୍ଥ କମିଶନଙ୍କୁ ଓଡ଼ିଶା ସ୍ବାର୍ଥ ସମ୍ବଳିତ ଦାବି ପତ୍ର ଦେବେ ରାଜ୍ୟ ସରକାର । ପାଞ୍ଚ ବର୍ଷର ଯୋଜନା ନେଇ ରାଜ୍ୟ ସରକାର କମିଶନଙ୍କ ନିକଟରେ ଦାବି ରଖିବେ । ଅର୍ଥ କମିଶନ ନିକଟରେ 12 ଲକ୍ଷ 56 ହଜାର 148 କୋଟି ଟଙ୍କାର ଦାବି ରଖିବେ ଓଡିଶା ସରକାର ।
Related Stories
February 6, 2025
February 6, 2025