ଭୁବନେଶ୍ୱର– ‘ଉତ୍କଳ ଭାରତୀ’ କୁନ୍ତଳା କୁମାରୀ ସାବତଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ଲେଖିକା ତଥା ସମାଜସେବୀ ‘ଉତ୍କଳ ଭାରତୀ’ କୁନ୍ତଳା କୁମାରୀ ସାବତଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
Related Stories
February 8, 2025