![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଓଡ଼ିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ମହାନ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ଆନ୍ଦୋଳନର କର୍ଣ୍ଣଧାର ତଥା ଓଡ଼ିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।