![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ପବିତ୍ର ମୋହନ ପ୍ରଧାନଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ।