
ଭୁବନେଶ୍ୱର- କୁନ୍ତଳା କୁମାରୀ ସାବତଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ନାରୀ କବି, ଔପନ୍ୟାସିକା କୁନ୍ତଳା କୁମାରୀ ସାବତଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ମହିଳା ସଶକ୍ତିକରଣ ଏବଂ ମହିଳାଙ୍କ ଅଧିକାର ପାଇଁ ତାଙ୍କର ପ୍ରୟାସ ସର୍ବଦା ପ୍ରଶଂସନୀୟ।